୨୪ ଘଣ୍ଟାରେ ରାଜ୍ୟରେ ୧୮୩ କରୋନା ସଂକ୍ରମିତ ଚିହ୍ନଟ ଏବଂ ୧୭୦ ସୁସ୍ଥ
ଭୁବନେଶ୍ୱର: ଡିସେମ୍ବର ୨୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୫, ୭୯୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୮୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୦ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି ।…