ଦେଶରେ କମୁଛି କରୋନା ସଂକ୍ରମଣ: ୨୪ ଘଣ୍ଟାରେ ୧୬ ହଜାର ୫୧ ଜଣ ସଂକ୍ରମିତ ଏବଂ ୩୭, ୯୦୧ ସୁସ୍ଥ
ଦିଲ୍ଲୀ: ଫେବୃଆରୀ ୨୧ :ଦେଶରେ କରୋନା ସଂକ୍ରମଣ କମିବାରେ ଲାଗୁଛି । ଯାହା ଏକ ଆଶ୍ୱସ୍ତିକର କଥା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬ ହଜାର ୫୧ ରହିଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ୩୭ ହଜାର…