ଗୁଣିଗାରେଡ଼ିକୁ ନେଇ ହତ୍ୟା ମାମଲା: ୩ ଜଣଙ୍କୁ ଆଜୀବନ, ୨ଜଣଙ୍କୁ ୩ବର୍ଷ ସଶ୍ରମ କାରାଦଣ୍ଡାଦେଶ
ରାୟଗଡ଼ା : ରାୟଗଡ଼ା ଜିଲ୍ଲା ଦୌରାଜଜଙ୍କ କୋର୍ଟରେ ଗୁଣିଗାରେଡ଼ି ସନ୍ଦେହରୁ ଏକ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି । ସମସ୍ତ ସାକ୍ଷ୍ୟ ପ୍ରମାଣକୁ ଆଧାରକରି ଜିଲ୍ଲା ଓ ଦୌରାଜଜ ବିକ୍ରମ ପଟ୍ଟନାୟକ ୩ ଜଣ ଅଭିଯୁକ୍ତଙ୍କୁ ଆଜୀବନ…