କମିଲା ତପସ୍ୱିନୀଙ୍କ ପାରିତୋଷିକ

ଭୁବନେଶ୍ୱର: ଫେବୃଆରୀ ୨୨: ବ୍ରହ୍ମପୁରର ବହୁ ଚର୍ଚ୍ଚିତ ଡାକ୍ତର ସୁମିତ-ତପସ୍ୱିନୀ ବିବାଦ ମାମଲାରେ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ । ତପସ୍ୱିନୀଙ୍କୁ ଦିଆଯାଉଥିବା ପାରିତୋଷିକକୁ ହ୍ରାସ କରି ମାସିକ ୧୭ ହଜାର ବଦଳରେ ୧୦ ହଜାର ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଅନ୍ୟତ୍ର ରହଣି ବ୍ୟବସ୍ଥା ଯୋଗୁଁ ପାରିତୋଷିକ ହ୍ରାସ ଅପିଲ ଥିଲା। ଅପିଲକୁ ଗ୍ରହଣ କରି ମାସିକ ୧୦ ହଜାର ଦେବାକୁ କୋର୍ଟଙ୍କ ନିର୍ଦ୍ଦେଶ ରହିଛି। ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ତପସ୍ୱିନୀ ଶାଶୁଘରେ ରହିବେ ବୋଲି କୋର୍ଟ କହିଛନ୍ତି।

Govt

Comments are closed.