The Chief Minister launched 191 projects worth Rs 1806 crore in Baleswar
ରାଜନୀତି  ଓଡ଼ିଶା 

ବାଲେଶ୍ବରରେ ମୁଖ୍ୟମନ୍ତ୍ରୀ ,୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର କଲେ ଶୁଭାରମ୍ଭ

ବାଲେଶ୍ବରରେ ମୁଖ୍ୟମନ୍ତ୍ରୀ ,୧୮୦୬ କୋଟି ଟଙ୍କାର ୧୯୧ଟି ପ୍ରକଳ୍ପର କଲେ ଶୁଭାରମ୍ଭ ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ବର ଗସ୍ତ କରି ସେଠାରେ ୧୮୦୬ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ଏଥିରେ ୩୭୪ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୪୩୧ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତି ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ସୋମନାଥପୁରଠାରେ ଏକ ନବନିର୍ମିତ ରେଳ ଓଭରବ୍ରିଜକୁ ମଧ୍ୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ୫୬୦୦ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ୨୨୦ କୋଟି ଟଙ୍କାର ସହାୟତା […]
Read More...

Advertisement