ଭୁବନେଶ୍ୱର: ଅକ୍ଟୋବର ୨୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯, ୪୧୪ ସ୍ୱାବ ଟେଷ୍ଟ ମଧ୍ୟରୁ ୪୪୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୫ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୫୩ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୮ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୦୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୫ ହଜାର ୨୫ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୦୫ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪, ୫୮୧ ରହିଛି ।
Covid-19 Report For 22nd October
New Positive Cases: 441
Of which 0-18 years: 75
In quarantine: 253
Local contacts: 188(Details of local contacts will be shared by concerned Dist Administration)
1. Angul: 3
2. Balasore: 6
3. Bargarh: 5
4. Bhadrak: 13
5. Balangir: 2— I & PR Department, Odisha (@IPR_Odisha) October 23, 2021
23. Puri: 7
24. Rayagada: 10
25. Sambalpur: 18
26. Sundargarh: 14
27. State Pool: 50New recoveries: 603
Cumulative tested: 21451263
Positive: 1037964
Recovered: 1025025
Active cases: 4581— I & PR Department, Odisha (@IPR_Odisha) October 23, 2021
Comments are closed.