ଭୁବନେଶ୍ୱର: ନଭେମ୍ବର ୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୯, ୯୮୩ ସ୍ୱାବ ଟେଷ୍ଟ ମଧ୍ୟରୁ ୩୨୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୯୧ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୨ ହଜାର ୧୦୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୩୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨୯ ହଜାର ୫୮୫ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୪୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୧୨୨ ରହିଛି ।
Covid-19 Report For 1st November
New Positive Cases: 327
Of which 0-18 years: 44
In quarantine: 191
Local contacts: 136(Details of local contacts will be shared by concerned District)
1. Bhadrak: 8
2. Balangir: 5
3. Boudh: 1
4. Cuttack: 29
5. Dhenkanal: 1
6. Ganjam: 4— I & PR Department, Odisha (@IPR_Odisha) November 2, 2021
18. Sundargarh: 4
19. State Pool: 42New recoveries: 438
Cumulative tested: 22107977
Positive: 1042100
Recovered: 1029585
Active cases: 4122— I & PR Department, Odisha (@IPR_Odisha) November 2, 2021

Comments are closed.