ଭୁବନେଶ୍ୱର: ନଭେମ୍ବର ୦୩ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬, ୫୪୨ ସ୍ୱାବ ଟେଷ୍ଟ ମଧ୍ୟରୁ ୩୨୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୮୭ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୩୫ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୨ ହଜାର ୪୨୨ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୪୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୦ ହଜାର ୨୬ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮,୩୪୩ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪ ହଜାର ରହିଛି ।
Covid-19 Report For 2nd November
New Positive Cases: 322
Of which 0-18 years: 42
In quarantine: 187
Local contacts: 135(Details of local contacts will be shared by concerned District)
1. Angul: 2
2. Balasore: 6
3. Bargarh: 1
4. Bhadrak: 7
5. Boudh: 1
6. Cuttack: 19— I & PR Department, Odisha (@IPR_Odisha) November 3, 2021
24. Sonepur: 1
25. Sundargarh: 8
26. State Pool: 39New recoveries: 441
Cumulative tested: 22169519
Positive: 1042422
Recovered: 1030026
Active cases: 4000— I & PR Department, Odisha (@IPR_Odisha) November 3, 2021

Comments are closed.