ଭୁବନେଶ୍ୱର: ନଭେମ୍ବର ୨୨ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୮, ୧୦୪ ସ୍ୱାବ ଟେଷ୍ଟ ମଧ୍ୟରୁ ୧୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୪୭ ହଜାର ୧୭୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୭୧ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୬ ହଜାର ୫୦୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୩୯୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୨୨୬ ରହିଛି ।
Covid-19 Report For 21st November
New Positive Cases: 171
Of which 0-18 years: 34
In quarantine: 98
Local contacts: 73(Details of local contacts will be shared by concerned District)
1. Angul: 1
2. Balasore: 5
3. Bargarh: 1
4. Boudh: 3
5. Cuttack: 10
6. Dhenkanal: 1— I & PR Department, Odisha (@IPR_Odisha) November 22, 2021
New recoveries: 271
Cumulative tested: 23286290
Positive: 1047174
Recovered: 1036501
Active cases: 2226— I & PR Department, Odisha (@IPR_Odisha) November 22, 2021
Comments are closed.