ଭୁବନେଶ୍ୱର: ଡିସେମ୍ବର ୦୪ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯, ୭୩୬ ସ୍ୱାବ ଟେଷ୍ଟ ମଧ୍ୟରୁ ୧୯୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୧୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୭୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୦ ହଜାର ୬୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୩୩ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୯ ହଜାର ୨୦୪ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୨୦ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨, ୩୮୩ ରହିଛି ।
Covid-19 Report For 3rd December
New Positive Cases: 193
Of which 0-18 years: 23
In quarantine: 114
Local contacts: 79(Details of local contacts will be shared by concerned District)
1. Balasore: 3
2. Bargarh: 2
3. Bhadrak: 4
4. Balangir: 1
5. Cuttack: 12
6. Dhenkanal: 2— I & PR Department, Odisha (@IPR_Odisha) December 4, 2021
New recoveries: 233
Cumulative tested: 23964487
Positive: 1050060
Recovered: 1039204
Active cases: 2383— I & PR Department, Odisha (@IPR_Odisha) December 4, 2021

Comments are closed.