ଭୁବନେଶ୍ୱର: ଡିସେମ୍ବର ୦୯ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧, ୮୯୯ ସ୍ୱାବ ଟେଷ୍ଟ ମଧ୍ୟରୁ ୧୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୨୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୧୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୮୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୦ ହଜାର ୯୫୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୬୪ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୦ ହଜାର ୪୦୩ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୨୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨,୦୭୧ ରହିଛି ।
Covid-19 Report For 8th December
New Positive Cases: 195
Of which 0-18 years: 24
In quarantine: 115
Local contacts: 80(Details of local contacts will be shared by concerned District)
1. Angul: 2
2. Balasore: 2
3. Bargarh: 2
4. Balangir: 1
5. Cuttack: 11
6. Dhenkanal: 5— I & PR Department, Odisha (@IPR_Odisha) December 9, 2021
New recoveries: 264
Cumulative tested: 24241696
Positive: 1050955
Recovered: 1040403
Active cases: 2071— I & PR Department, Odisha (@IPR_Odisha) December 9, 2021

Comments are closed.