ଭୁବନେଶ୍ୱର: ଡିସେମ୍ବର ୨୯ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩, ୨୯୦ ସ୍ୱାବ ଟେଷ୍ଟ ମଧ୍ୟରୁ ୨୨୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୨୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୪ ହଜାର ୩୮୧ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୮୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ ହଜାର ୨୭୮ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ୨ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୫୭ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୫୯୩ ରହିଛି ।
Covid-19 Report For 28th December
New Positive Cases: 221
Of which 0-18 years: 34
In quarantine: 129
Local contacts: 92(Details of local contacts will be shared by concerned District)
1. Balasore: 8
2. Bargarh: 1
3. Bhadrak: 1
4. Cuttack: 15
5. Dhenkanal: 3
6. Gajapati: 2— I & PR Department, Odisha (@IPR_Odisha) December 29, 2021
New recoveries: 185
Cumulative tested: 25398946
Positive: 1054381
Recovered: 1044278
Active cases: 1593— I & PR Department, Odisha (@IPR_Odisha) December 29, 2021
Comments are closed.