ଭୁବନେଶ୍ୱର: ଡିସେମ୍ବର ୩୦ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨, ୧୯୨ ସ୍ୱାବ ଟେଷ୍ଟ ମଧ୍ୟରୁ ୨୨୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୩୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୯୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୪ ହଜାର ୬୦୬ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୧୬୫ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪୪ ହଜାର ୪୪୩ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୫୮ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧,୬୫୨ ରହିଛି ।
Covid-19 Report For 29th December
New Positive Cases: 225
Of which 0-18 years: 37
In quarantine: 132
Local contacts: 93(Details of local contacts will be shared by concerned District)
1. Balasore: 12
2. Bargarh: 2
3. Bhadrak: 2
4. Balangir: 3
5. Cuttack: 11
6. Deogarh: 5— I & PR Department, Odisha (@IPR_Odisha) December 30, 2021
New recoveries: 165
Cumulative tested: 25461138
Positive: 1054606
Recovered: 1044443
Active cases: 1652— I & PR Department, Odisha (@IPR_Odisha) December 30, 2021
Comments are closed.