ଭୁବନେଶ୍ୱର: ସେପ୍ଟେମ୍ବର ୨୨ : ଆଜି ରାଜ୍ୟରେ ୬୯, ୩୨୬ ସ୍ୱାବ ଟେଷ୍ଟ ମଧ୍ୟରୁ ୭୩୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୦୧ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୪୨୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୧୦ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୧ ହଜାର ୯୫୦ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୬୦ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୮ ହଜାର ୨୨୬ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୫୨୧ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୫୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 21st September
New Positive Cases: 734
Of which 0-18 years: 101
In quarantine: 424
Local contacts: 310(Details of local contacts will be shared by concerned Dist Administration)
District Wise Cases:
1. Angul: 13
2. Balasore: 30
3. Bargarh: 5— I & PR Department, Odisha (@IPR_Odisha) September 22, 2021
21. Puri: 17
22. Rayagada: 4
23. Sambalpur: 7
24. Sonepur: 1
25. Sundargarh: 13
26. State Pool: 81New recoveries: 560
Cumulative tested: 19445652
Positive: 1021950
Recovered: 1008226
Active cases: 5521— I & PR Department, Odisha (@IPR_Odisha) September 22, 2021

Comments are closed.