ଭୁବନେଶ୍ୱର: ସେପ୍ଟେମ୍ବର ୨୩ : ଆଜି ରାଜ୍ୟରେ ୭୨, ୧୯୩ ସ୍ୱାବ ଟେଷ୍ଟ ମଧ୍ୟରୁ ୬୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୭୫ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୨ ହଜାର ୫୯୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୪୫ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୮ ହଜାର ୬୭୧ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୭୧୩ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୭ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୫୭ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 22nd September
New Positive Cases: 644
Of which 0-18 years: 72
In quarantine: 375
Local contacts: 269(Details of local contacts will be shared by concerned Dist Administration)
District Wise Cases:
1. Angul: 14
2. Balasore: 34
3. Bhadrak: 7
4. Balangir: 5— I & PR Department, Odisha (@IPR_Odisha) September 23, 2021
22. Sambalpur: 10
23. Sonepur: 1
24. Sundargarh: 13
25. State Pool: 67New recoveries: 445
Cumulative tested: 19517845
Positive: 1022594
Recovered: 1008671
Active cases: 5713— I & PR Department, Odisha (@IPR_Odisha) September 23, 2021

Comments are closed.