ଭୁବନେଶ୍ୱର: ସେପ୍ଟେମ୍ବର ୨୭ : ଆଜି ରାଜ୍ୟରେ ୬୨, ୭୧୫ ସ୍ୱାବ ଟେଷ୍ଟ ମଧ୍ୟରୁ ୪୪୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୯ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୫୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୮୬ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୪ ହଜାର ୭୬୪ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୪୬ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୦ ହଜାର ୮୨୯ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛ, ଯାହା ଏକ ଆଶ୍ୱସ୍ତିକର କଥା । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୭୦୨ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୮୦ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 26th September
New Positives Cases: 444
Of which 0-18 years: 59
In quarantine: 258
Local contacts: 186(Details of local contacts will be shared by concerned Dist Administration)
District Wise Cases:
1. Angul: 8
2. Balasore: 16
3. Bargarh: 1
4. Bhadrak: 4— I & PR Department, Odisha (@IPR_Odisha) September 27, 2021
22. Sonepur: 2
23. Sundargarh: 5
24. State Pool: 37New recoveries: 646
Cumulative tested: 19789222
Positive: 1024764
Recovered: 1010829
Active cases: 5702— I & PR Department, Odisha (@IPR_Odisha) September 27, 2021

Comments are closed.