ଭୁବନେଶ୍ୱର: ଅକ୍ଟୋବର ୧ : ଆଜି ରାଜ୍ୟରେ ୬୫, ୪୫୯ ସ୍ୱାବ ଟେଷ୍ଟ ମଧ୍ୟରୁ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୮୪ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୭୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୯ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୬ ହଜାର ୯୫୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୫୯ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୧୩ ହଜାର ୧୪୨ ଜଣ ସୁସ୍ଥ ହୋଇସାରିଲେଣି । ରାଜ୍ୟରେ କରୋନା ସଂକ୍ରମିତଙ୍କ ଅପେକ୍ଷା ସୁସ୍ଥଙ୍କ ସଂଖ୍ୟା ଅଧିକ ରହିଛି, ଯାହା ଏକ ଆଶ୍ୱସ୍ତିକର କଥା । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୫୫୬ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୨୦୨ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 30th September
New Positive Cases: 477
Of which 0-18 years: 74
In quarantine: 278
Local contacts: 199(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 26
3. Bhadrak: 7
4. Balangir: 1— I & PR Department, Odisha (@IPR_Odisha) October 1, 2021
22. Sundargarh: 5
23. State Pool: 45New recoveries: 559
Cumulative tested: 20034245
Positive: 1026953
Recovered: 1013142
Active cases: 5556— I & PR Department, Odisha (@IPR_Odisha) October 1, 2021

Comments are closed.