ଭୁବନେଶ୍ୱର: ଡିସେମ୍ବର ୦୭ : ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬, ୬୬୯ ସ୍ୱାବ ଟେଷ୍ଟ ମଧ୍ୟରୁ ୧୫୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୨ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୮୯ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୬୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୫୦ ହଜାର ୫୦୫ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୨୪୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୩୯ ହଜାର ୯୨୧ ଜଣ ସୁସ୍ଥ ହୋଇସାରିଲେଣି । ୨୪ ଘଣ୍ଟାରେ ରାଜ୍ୟରେ ଜଣଙ୍କର କରୋନାରେ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ୮, ୪୨୪ ଜଣଙ୍କର କରୋନାରେ ମୃତୁ୍ୟ ହୋଇସାରିଲାଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୨,୧୦୭ ରହିଛି ।
Covid-19 Report For 6th December
New Positive Cases: 151
Of which 0-18 years: 12
In quarantine: 89
Local contacts: 62(Details of local contacts will be shared by concerned District)
1. Angul: 1
2. Bargarh: 1
3. Bhadrak: 1
4. Balangir: 1
5. Cuttack: 6
6. Dhenkanal: 2— I & PR Department, Odisha (@IPR_Odisha) December 7, 2021
New recoveries: 248
Cumulative tested: 24120891
Positive: 1050505
Recovered: 1039921
Active cases: 2107— I & PR Department, Odisha (@IPR_Odisha) December 7, 2021

Comments are closed.