ଭୁବନେଶ୍ୱର: ସେପ୍ଟେମ୍ବର ୧୧ : ଆଜି ରାଜ୍ୟରେ ୬୩, ୮୧୭ ସ୍ୱାବ ଟେଷ୍ଟ ମଧ୍ୟରୁ ୬୩୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୧୧୬ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୬୮ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୬୨ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୫ ହଜାର ୭୧୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୬୮୯ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୫୪୮ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୭, ୨୦ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୦୯୨ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 10th September
New Positive Cases: 630
Of which 0-18 years: 116
In quarantine: 368
Local contacts: 262(Details of local contacts will be shared by concerned Dist Administration)
District Wise Cases:
1. Angul: 5
2. Balasore: 23
3. Bargarh: 4
4. Bhadrak: 10— I & PR Department, Odisha (@IPR_Odisha) September 11, 2021
22. Mayurbhanj: 20
23. Nawarangpur: 2
24. Nayagarh: 17
25. Nuapada: 1
26. Puri: 16
27. Rayagada: 7
28. Sambalpur: 13
29. Sundargarh: 22
30. State Pool: 53New recoveries: 689
Cumulative tested: 18793997
Positive: 1015713
Recovered: 1000548
Active cases: 7020— I & PR Department, Odisha (@IPR_Odisha) September 11, 2021

Comments are closed.