ଭୁବନେଶ୍ୱର: ସେପ୍ଟେମ୍ବର ୧୩ : ଆଜି ରାଜ୍ୟରେ ୫୦, ୭୮୨ ସ୍ୱାବ ଟେଷ୍ଟ ମଧ୍ୟରୁ ୪୭୧ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୨୭୪ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୧୯୭ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୬ ହଜାର ୮୩୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୮୭୪ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୨ହଜାର ୧୨୮ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୬, ୫୪୮ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୦୪ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 12th September
New Positive Cases: 471
Of which 0-18 years: 57
In quarantine: 274
Local contacts: 197(Details of local contacts will be shared by concerned Dist Administration)
District Wise Cases:
1. Angul: 4
2. Balasore: 26
3. Bargarh: 2
4. Bhadrak: 4— I & PR Department, Odisha (@IPR_Odisha) September 13, 2021
21. Sundargarh: 1
22. State Pool: 44New recoveries: 874
Cumulative tested: 18905077
Positive: 1016833
Recovered: 1002128
Active cases: 6548— I & PR Department, Odisha (@IPR_Odisha) September 13, 2021

Comments are closed.