ଭୁବନେଶ୍ୱର: ସେପ୍ଟେମ୍ବର ୧୬ : ଆଜି ରାଜ୍ୟରେ ୬୦, ୭୨୨ ସ୍ୱାବ ଟେଷ୍ଟ ମଧ୍ୟରୁ ୫୮୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୩୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୪ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୧୮ ହଜାର ୨୯୮ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୫୬୧ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୪ ହଜାର ୧୬୪ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୯୬୩ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୧୮ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 15th September
New Positive Cases 580
Of which 0-18 years: 77
In quarantine: 336
Local contacts: 244(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 17
3. Bargarh: 8
4. Bhadrak: 7— I & PR Department, Odisha (@IPR_Odisha) September 16, 2021
22. Sundargarh: 10
23. State Pool: 59New recoveries: 561
Cumulative tested: 19066015
Positive: 1018298
Recovered: 1004164
Active cases: 5963— I & PR Department, Odisha (@IPR_Odisha) September 16, 2021
Comments are closed.