ଭୁବନେଶ୍ୱର: ସେପ୍ଟେମ୍ବର ୨୪ : ଆଜି ରାଜ୍ୟରେ ୬୮, ୮୧୮ ସ୍ୱାବ ଟେଷ୍ଟ ମଧ୍ୟରୁ ୫୩୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଜଣ ୧୮ ବର୍ଷ ବୟସରୁ କମ୍ ବର୍ଗର ରହିଛନ୍ତି । ଆଜିର ସଂକ୍ରମଣଙ୍କ ମଧ୍ୟରୁ ୩୧୬ ଜଣ କ୍ୱାରେଣ୍ଟିନରୁ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୨୩ ରହିଛି । ଏପର୍ଯ୍ୟନ୍ତ ରାଜ୍ୟରେ କରୋନାରେ ୧୦ ଲକ୍ଷ ୨୩ ହଜାର ୧୩୩ ଜଣ କରୋନାରେ ଆକ୍ରାନ୍ତ ହୋଇସାରିଲେଣି ।
ସେହିପରି ୨୪ ଘଣ୍ଟାରେ ୪୧୭ଜଣ କରୋନାରୁ ସୁସ୍ଥ ହୋଇଛନ୍ତି । ଆଜିର ସୁସ୍ଥତାଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୧୦ ଲକ୍ଷ ୯ ହଜାର ୮୮ ଜଣ ସୁସ୍ଥ ହୋଇସାରିଲେଣି । ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫, ୮୨୯ ରହିଛି ।
୨୪ ଘଣ୍ଟାରେ ରାଜ୍ୟରେ ୬ ଜଣ କରୋନା ସଂକ୍ରମିତଙ୍କ ମୃତୁ୍ୟ ହୋଇଛି । ଆଜିର ମୃତକଙ୍କୁ ମିଶାଇ ଏବେ ରାଜ୍ୟରେ ମୋଟ ୮, ୧୬୩ ଜଣଙ୍କର ମୃତୁ୍ୟ ହୋଇସାରିଲାଣି ।
Covid-19 Report For 23rd September
New Positive Cases: 539
Of which 0-18 years: 77
In quarantine: 316
Local contacts: 223(Details of local contacts will be shared by concerned Dist Administration)
District Wise Cases:
1. Angul: 6
2. Balasore: 23
3. Bargarh: 2
4. Bhadrak: 12— I & PR Department, Odisha (@IPR_Odisha) September 24, 2021
22. Rayagada: 2
23. Sambalpur: 12
24. Sonepur: 5
25. Sundargarh: 5
26. State Pool: 60New recoveries: 417
Cumulative tested: 19586663
Positive: 1023133
Recovered: 1009088
Active cases: 5829— I & PR Department, Odisha (@IPR_Odisha) September 24, 2021

Comments are closed.