ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ

0

ସମୟ ଲାଇଭ,୧୪/୧୧: ଭାରତର ପ୍ରଥମ ପ୍ରଥମ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କ ଆଜି ହେଉଛି ଜନ୍ମ ଜୟନ୍ତୀ। ତାଙ୍କ ଜନ୍ମଦିନଟିକୁ ଶିଶୁ ଦିବସ ରୂପେ ପାଳନ କରିବା ପାଇଁ ସେ ନିଜେ ହିଁ ପ୍ରସ୍ତାବ ଦେଇଥିଲେ। ବ୍ରାଜିଲ ଗସ୍ତରେ ଥିବା ସତ୍ୱେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟ୍ୱିଟରରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଯୁପିଏ ଅଧ୍ୟକ୍ଷ ସୋନିଆ ଗାନ୍ଧୀ, ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଡ଼ ମନମୋହନ ସିଂହ ପ୍ରମୁଖ ଶାନ୍ତିବନକୁ ଯାଇ ଜବାହରଲାଲ ନେହରୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।

Leave A Reply

Your email address will not be published.