Two Odia Jawans
ଓଡ଼ିଶା 

ଦେଶ ପାଇଁ ଜୀବନ ଦେଲେ ୨ ଓଡ଼ିଆ ଯବାନ ନନ୍ଦୁରାମ, ଚନ୍ଦ୍ରକାନ୍ତ

ଦେଶ ପାଇଁ ଜୀବନ ଦେଲେ ୨ ଓଡ଼ିଆ ଯବାନ ନନ୍ଦୁରାମ, ଚନ୍ଦ୍ରକାନ୍ତ ଭୁବନେଶ୍ୱର : ଜୁନ ୧୭:ଲଦାଖର ଗଲ୍‌ୱାନ୍‌ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି । ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି । ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଓ ଅନ୍ୟଜଣେ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ବୋଲି ସୂଚନା ମିଳିଛି । ତେବେ ଏ ନେଇ ସରକାରୀ ଭାବେ କୌଣସି ସ୍ପଷ୍ଟ ହୋଇନି । ସୂଚନା ଅନୁସାରେ, ସହିଦ ଯବାନ ନନ୍ଦୁରାମ ସୋରେନ୍‌ଙ୍କ ଘର […]
Read More...

Advertisement