Union Petroleum Minister
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
କ୍ୟାବିନେଟ୍ର ଐତିହାସିକ ନିଷ୍ପତି ହେବ ନୂଆ ଭାରତ ଭବିଷ୍ୟତର ଗେମ୍-ଚେଞ୍ଜର : ଧର୍ମେନ୍ଦ୍ର
Published On
By Samaya Live
ଭୁବନେଶ୍ୱର : ଅଗଷ୍ଟ ୧୯:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ବୁଧବାର ବସିଥିବା କ୍ୟାବିନେଟ୍ ବୈଠକରେ ପାରିତ ହୋଇଥିବା ନ୍ୟାସନାଲ୍ ରିକ୍ରୁଟମେଣ୍ଟ ଏଜେନ୍ସି ଗଠନ(ଏନ୍ଆର୍ଏ)ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତିକୁ ସ୍ୱାଗତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କ୍ୟାବିନେଟରେ ନିଆଯାଇଥିବା ଐତିହାସିକ ନିଷ୍ପତି ନୂଆ ଭାରତ ଭବିଷ୍ୟତର ଗେମ୍-ଚେଞ୍ଜର ହେବ ବୋଲି କହିଛନ୍ତି ଶ୍ରୀ ପ୍ରଧାନ । କ୍ୟାବିନେଟ୍ ନିଷ୍ପତି ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେବା ସହ କହିଛନ୍ତି ଆଜିର କ୍ୟାବିନେଟ୍ ବୈଠକରେ ଅନଲାଇନ୍ ଏକକ […]
କରୋନା ଆର୍ଥିକ ପ୍ୟାକେଜର ଦ୍ୱିତୀୟ କିସ୍ତିରେ ଓଡିଶା ସମେତ ଦେଶର ବିଭିନ୍ନ ରାଜ୍ୟ ପାଇଁ କେନ୍ଦ୍ରର 890.32 କୋଟି ଜାରି
Published On
By Samaya Live
ଭୁବନେଶ୍ୱର: ଅଗଷ୍ଟ ୬:କରୋନା ଜରୁରୀକାଳୀନ ପ୍ରଶମନ ଏବଂ ସ୍ୱାସ୍ଥ୍ୟ ବ୍ୟବସ୍ଥାର ପ୍ରସ୍ତୁତି ପ୍ୟାକେଜର ଦ୍ୱିତୀୟ କିସ୍ତିରେ ଓଡ଼ିଶା ସମେତ ଦେଶର 22ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ 890.32 କୋଟି ଟଙ୍କା ଜାରି କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅର୍ଥ ସାମ୍ପ୍ରତିକ ସମୟରେ କରୋନା ମହାମାରୀର ମୁକାବିଲା କାର୍ଯ୍ୟକୁ ଅଧିକ ମଜବୁତ୍ କରିବ ବୋଲି ଶ୍ରୀ […]
ଆତ୍ମନିର୍ଭର ଭାରତ ନିର୍ମାଣରେ ପ୍ରାକୃତିକ ଗ୍ୟାସର ବଡ ଭୂମିକା: ଧର୍ମେନ୍ଦ୍ର
Published On
By Samaya Live
ଭୁବନେଶ୍ୱର, (ସବୁ୍ୟ): ଜୁଲାଇ ୦୧:ପ୍ରଧାନମନ୍ତ୍ରୀ କୋଭିଡ୍ ଚ୍ୟାଲେଞ୍ଜକୁ ସୁଯୋଗରେ ପରିଣତ କରିବା ପାଇଁ ଆତ୍ମନିର୍ଭର ଭାରତ ଅଭିଯାନ ଆରମ୍ଭ କରିଛନ୍ତି । ଆତ୍ମନିର୍ଭର ଭାରତ ନିର୍ମାଣ ଦିଗରେ ପ୍ରାକୃତିକ ଗ୍ୟାସର ମହତ୍ୱପୂର୍ଣ୍ଣ ଭୂମିକା ରହିଛି ବୋଲି ବୁଧବାର ଆନ୍ତର୍ଜାତିକ ଉର୍ଜା ଏଜେନ୍ସି (ଆଇଇଏ) ଏବଂ ପେଟ୍ରୋଲିୟମ ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ େୱବିନାରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପରିବର୍ତ୍ତିତ ବିଶ୍ୱ ଗ୍ୟାସ ବଜାରର ଦୃଶ୍ୟପଟ୍ଟରେ ଭାରତକୁ ପ୍ରାକୃତିକ ଗ୍ୟାସ ଆଧାରିତ ତିଆରି କରିବା ଉପରେ ଏହି […]
ଇଣ୍ଡିଆନ ଅଏଲର ଉପିାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର;ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମିଳିତ ଭାବେ କଲେ ଉଦ୍ଘାଟନ
Published On
By Samaya Live
ଭୁବନେଶ୍ୱର :ଜୁନ ୨୫: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମିଳିତ ଭାବେ ପାରାଦୀପ ଠାରେ ଇଣ୍ଡିଆନ ଅଏଲର ଉପିାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର (ପିଏଡିସି)ର ଊଦଘାଟନ କରିଛନ୍ତି । ପିଏଡିସି ଓଡିଶା ଏବଂ ପୂର୍ବ ଭାରତରେ ପଲିମର ଶିଳ୍ପ ବିକାଶକୁ ପ୍ରୋତ୍ସାହନ ଦେବ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୂର୍ବଦୋୟ ଭିଜନକୁ ସାକାର କରିବ । ଓଡିଶାର ଶିଳ୍ପାୟନରେ ରାଜ୍ୟର ଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବାରେ […]
ପୁରୀରେ ରଥଯାତ୍ରା ପାଇଁ ସାରା ବିଶ୍ୱ ଆନନ୍ଦିତ : ଧର୍ମେନ୍ଦ୍ର
Published On
By Samaya Live
ଭୁବନେଶ୍ୱର : ଜୁନ ୨୩:ପବିତ୍ର ରଥଯାତ୍ରା ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରିବାର ସଦସ୍ୟଙ୍କ ସହ ନୂଆଦିଲ୍ଲୀ ହଜଖାସ ମନ୍ଦିରକୁ ଯାଇ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି । ଏହି ଅବସରରେ ଶ୍ରୀ ପ୍ରଧାନ ସଢେ ଚାରିକୋଟି ଓଡିଶାବାସୀ ଏବଂ ସମଗ୍ର ବିଶ୍ୱର କୋଟି କୋଟି ଜଗନ୍ନାଥ ପ୍ରେମୀଙ୍କୁ ରଥଯାତ୍ରାର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପୁରୀରେ ନିୟନ୍ତ୍ରିତ ରଥଯାତ୍ରା ଉସିବକୁ ପାଳନ କରାଯାଉଛି । ଏଥିପାଇଁ […]
ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଉର୍ଜା କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ହେବ ଓଡିଶା – ଧର୍ମେନ୍ଦ୍ର ପ୍ରଧାନ
Published On
By Samaya Live
ଦିଲ୍ଲୀ: ଜୁନ ୧୯:ଆତ୍ମନିର୍ଭର ଭାରତ ଦୂରଦୃଷ୍ଟି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାଣିଜ୍ୟିକ ଖଣି ପାଇଁ 41ଟି କୋଇଲା ଖଣି ନିଲାମ କରିବା ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ଏହି ଐତିହାସିକ ପଦକ୍ଷେପ ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଊର୍ଜା କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ଓଡିଶା ହେବ ବୋଲି କହିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋଇଲା କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିବା ପାଇଁ ଆଜି ନିଆଯାଇଥିବା ପ୍ରମୁଖ ପଦକ୍ଷେପ […]
ଆସାମ ତୈଳକୂପ ଅଗ୍ନିକାଣ୍ଡ ଘଟଣା; ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ସ୍ଥିତି ସମୀକ୍ଷା କଲେ ଧର୍ମେନ୍ଦ୍ର
Published On
By Samaya Live
ଭୁବନେଶ୍ୱର (ସବୁ୍ୟ): ଜୁନ ୧୪:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଆସାମର ମୁଖ୍ୟମନ୍ତ୍ରୀ ସରବାନନ୍ଦ ସୋନୱାଲ ଏବଂ ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆସାମର ବାଗଜାନ ଠାରେ ତୈଳକୂପ ଅଗ୍ନିକାଣ୍ଡ ଘଟଣାର ବର୍ତ୍ତର୍ମାନ ସ୍ଥିତି ଉପରେ ସମୀକ୍ଷା କରିଛନ୍ତି । ସୋମବାର ଆସାମର ମୁଖ୍ୟମନ୍ତ୍ରୀଙ୍କ ସହ ବାଗଜାନକୁ ଶ୍ରୀ ପ୍ରଧାନ ଗସ୍ତ କରିବା ସହ ଗ୍ରାଉଣ୍ଡ ଜିରୋରୁ ସ୍ଥିତି ଅନୁଧ୍ୟାନ କରିବା ନେଇ ସେ ସୂଚନା ଦେଇଛନ୍ତି । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ […]
ଇସ୍ପାତ ନିର୍ମାଣକାରୀଙ୍କ ସହ ବିଭାଗୀୟ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବୈଠକ
Published On
By Samaya Live
ଭୁବନେଶ୍ୱର: ଜୁନ ୦୩: ଭିଲାଇ ଇସ୍ପାତ କାରଖାନାରେ ଇସ୍ପାତ କ୍ଲଷ୍ଟରର ବିସ୍ତୃତ ଯୋଜନା ସମ୍ପର୍କରେ କେନ୍ଦ୍ର ଇସ୍ପାତ, ପେଟ୍ରୋଲିୟମ ଓ ପ୍ରାକୃତିକ ବାଷ୍ପ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସ ଜରିଆରେ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଇସ୍ପାତ, ସଡକ ପରିବହନ ଓ ରାଜମାର୍ଗ ଏବଂ ରେଳ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀ ଓ ସେଲ ତଥା ଭିଲାଇ ଇସ୍ପାତ କର୍ତ୍ତୃପକ୍ଷ ଯୋଗ ଦେଇଥିଲେ । ଏହି ଇସ୍ପାତ କ୍ଲଷ୍ଟର ବିକଶିତ ହେଲେ ସମ୍ପୃକ୍ତ ଅଞ୍ଚଳର ଏମଏସଏମଇ […]
୫୬ ସିଏନ୍ଜି ଷ୍ଟେସନର ଲୋକାର୍ପଣ କଲେ କେନ୍ଦ୍ରମନ୍ତ୍ରୀ; ଦେଶର ସବୁ ଲୋକଙ୍କ ପାଖରେ ସ୍ୱଚ୍ଛ ଇନ୍ଧନ ପହଞ୍ଚାଇବା ଲକ୍ଷ୍ୟ
Published On
By Samaya Live
By Papu Mohanty ଭୁବନେଶ୍ୱର : ମେ ୨୯:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଭିଡିଓ କନଫରେନ୍ସିଂ ଜରିଆରେ ଦେଶର ବିଭିନ୍ନ ଅଞ୍ଚଳରେ ୫୬ଟି ସିଏନଜି ଷ୍ଟେସନର ଲୋକାର୍ପଣ କରିଛନ୍ତି । ଆଗାମୀ ଦିନରେ ଭାରତରେ ସବୁ ଲୋକଙ୍କ ପାଖରେ ସ୍ୱଚ୍ଛ ଇନ୍ଧନ ପହଁଚାଇବା ଆମର ଲକ୍ଷ୍ୟ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଏହି ଲୋକାର୍ପଣ କାର୍ଯ୍ୟକ୍ରମରେ ପେଟ୍ରୋଲିୟମ ତଥା ଗ୍ୟାସ୍ ମନ୍ତ୍ରଣାଳୟର ସଚିବ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଶ୍ରୀ ପ୍ରଧାନ କହିଛନ୍ତି ଯେ […]
ପୂର୍ବ ଭାରତକୁ ସଂଯୋଗ କରୁଥିବା ପାଇପଲାଇନ ଦେଶର ଗ୍ୟାସ ଆଧାରିତ ଅର୍ଥନୀତିକୁ ଗତି ଦେବ – ଧର୍ମେନ୍ଦ୍ର ପ୍ରଧାନ
Published On
By Samaya Live
ଭୁବନେଶ୍ୱର: ମେ ୨୧: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ପେଟ୍ରୋଲିୟମ ତଥା ଗ୍ୟାସ ମନ୍ତ୍ରଣାଳୟ ଅଧୀନରେ ଦେଶରେ ଚାଲୁଥିବା 6ଟି ପ୍ରମୁଖ କ୍ରିୟାନ୍ୱିତ ହେଉଥିବା ପ୍ରାକୃତିକ ଗ୍ୟାସ ପାଇପଲାଇନ ପ୍ରକଳ୍ପ ଗୁଡିକର ସମୀକ୍ଷା କରିବା ସହ ସେଗୁଡିକର ଅଗ୍ରଗତି ନେଇ ମଧ୍ୟ ବିଭାଗୀୟ ମନ୍ତ୍ରଣାଳୟର ବରିଷ୍ଠ ଅଧିକାରୀଙ୍କ ସହ ବିଚାରବିମର୍ଷ କରିଛନ୍ତି । ଏହି ପ୍ରକଳ୍ପଗୁଡିକ ହେଲା ଗେଲ୍ ପ୍ରାକୃତିକ ପାଇପଲାଇନ ପ୍ରକଳ୍ପ, ପ୍ରଧାନମନ୍ତ୍ରୀ ଉର୍ଜା ଗଙ୍ଗା ଅଧୀନରେ ଜଗଦିଶପୁର-ହଳଦିଆ ଏବଂ ବୋକାରୋ-ଧାମରା ପ୍ରକଳ୍ପ, କର୍ଣ୍ଣାଟକ ଏବଂ ତାମିଲନାଡୁ ପ୍ରାକୃତିକ […]
ଉଜ୍ଜଳା ଲାଭାର୍ଥୀଙ୍କ ସହ କଥା ହେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର; କରୋନା ସମୟରେ ଦେଶର ମା ମାନଙ୍କୁ ନୂଆ ଉର୍ଜା ଦେଇଛି ଉଜ୍ଜଳା
Published On
By Samaya Live
Edited by Papu Mohanty ଭୁବନେଶ୍ୱର : May 16:କରୋନା ମହାମାରୀ ସମୟରେ ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନା ଦେଶର ଗରିବ ମାଭଉଣୀ ମାନଙ୍କୁ ନୂଆ ଉର୍ଜା ଦେଇଛି ବୋଲି ୧ ହଜାରରୁ ଉଦ୍ଧ୍ୱର୍ ଉଜ୍ଜଳା ଲାଭାର୍ଥୀଙ୍କ ସହ ଭିଡିଓ କନଫରେନ୍ସିଂ ଯୋଗେ କଥା ହେବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପ୍ରଧାନମନ୍ତ୍ରୀ ଉଜ୍ଜଳା ଯୋଜନାର ୪ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ଏହି ଭିଡିଓ କନଫେରେନ୍ସିଂରେ ଓଡିଶା ରାଜ୍ୟ ସମେତ ଆସାମ, କେରଳ, ରାଜସ୍ଥାନ, […]

