UTKAL DIWAS
ଦେଶ- ବିଦେଶ  ଓଡ଼ିଶା 

ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ଉତ୍କଳ ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ଅପ୍ରେଲ୍‌ ୦୧: ଆଜି ଉତ୍କଳ ଦିବସ ଉପଲକ୍ଷେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶାବାସୀଙ୍କୁ ଅଭିନନ୍ଦ ଜଣାଇଛନ୍ତି। ଟୁଇଟ୍ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲେଖିଛନ୍ତି: ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ। ଜଗନ୍ନାଥ, ଲିଙ୍ଗରାଜ, କୋଣାର୍କ ମନ୍ଦିର ଏବଂ ଅନ୍ୟାନ୍ୟ ସମୃଦ୍ଧ ଐତିହ୍ୟର ରାଜ୍ୟ ଓଡ଼ିଶା ବିଶ୍ୱକୁ ହିଂସା ବିବର୍ଜିତ ଶାନ୍ତି ଓ ପ୍ରୀତିର ବାର୍ତ୍ତା ଦେଇଛି। ଓଡ଼ିଶାର ପ୍ରଗତି ନିମନ୍ତେ ମୋର ଆନ୍ତରିକ ଶୁଭକାମନା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ […]
Read More...

Advertisement