vocational streams results
ଓଡ଼ିଶା 

ପ୍ରକାଶ ପାଇଲ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ପ୍ରକାଶ ପାଇଲ ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଭୁବନେଶ୍ୱର, ଅଗଷ୍ଟ ୧୪: ଆଜି ଅପରାହ୍ନ ୧ଟା ସମୟରେ ରାଜ୍ୟର ଯୁକ୍ତ ଦୁଇ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ପ୍ରକାଶ ପାଇଛି । ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ଗଣଶିକ୍ଷା ମନ୍ତ୍ରୀ ପରୀକ୍ଷାଫଳ ପ୍ରକାଶ କରିଛନ୍ତି । କଳାରେ ପ୍ରାୟ ଦୁଇ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ଧନ୍ଦାମୂଳକ ବିଷୟରେ ପ୍ରାୟ ୫ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । କଳା ରେଗୁଲାରରେ ୧ ଲକ୍ଷ ୮୯ ହଜାର ୩୬୩ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୧ଲକ୍ଷ […]
Read More...

Advertisement