ଓଡଶାରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଭୁବନେଶ୍ୱର: ଜଲାଇ ୦୪: ଦକ୍ଷିଣ ଝାଡ଼ଖଣ୍ଡ ଏବଂ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଉତ୍ତର ଓଡିଶା ପାଶ୍ୱର୍ବର୍ତ୍ତୀ ଦକ୍ଷିଣ ଝାଡ଼ଖଣ୍ଡ ଏବଂ ଗଙ୍ଗୀୟ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡିତ ଘୂର୍ଣ୍ଣି ବଳୟ ବାୟୁମଣ୍ଡଳରେ ୫.୮ କିମି ଯାଏ ବ୍ୟାପିଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।

Samaya Live Picture
Published On