weather odia news
ଓଡ଼ିଶା 

ରାଜ୍ୟର ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷିବ

ରାଜ୍ୟର ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷିବ ଭୁବନେଶ୍ୱର: ଜୁଲାଇ ୨୩: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖରେ ଲଘୁଚାପ ସୃଷ୍ଟି ହେବା କାରଣରୁ ଆଜି ରାଜ୍ୟର ୭ଟି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକୁ ହେଲା-ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେଓଗଡ଼ । ସେହିପରି କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ, ଅନୁଗୁଳ, କଟକ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାମାନଙ୍କର ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । […]
Read More...
ଓଡ଼ିଶା 

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ଭୁବନେଶ୍ୱର:ଜୁଲାଇ ୨୨: ବଙ୍ଗୋପସାଗରେ ଦୁଇଟି ଲଘୁଚାପ ସୃଷ୍ଟି ହେଉଛି । ଏହାର ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଉପରେ ରହିପାରେ । ଆଗାମୀ ୨୪ ଘଣ୍ଟା ଅର୍ଥାତ୍‌ ଜୁଲାଇ ୨୩ ତାରିଖ ବେଳକୁ ରାଜ୍ୟର କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲାଗୁଡ଼ିକ ହେଲା- କଟକ, ଖୋର୍ଦ୍ଧା,ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେଓଗଡ଼, ଅନୁଗୁଳ,ମାଲକାନଗିରି, କୋରାପୁଟ, ବାଲେଶ୍ୱର,କନ୍ଧମାଳ, ମୟୂରଭଞ୍ଜ,ଯାଜପୁର, ସୁନ୍ଦରଗଡ଼ । ତେବେ ସୂଚନା ଅନୁସାରେ, ଲଘୁଚାପ ଜନିତ ବର୍ଷା […]
Read More...

Advertisement