west bengal governer's power give to manipur governer la.ganeshan
ରାଜନୀତି 

ଲା. ଗଣେଶନ୍‌ଙ୍କୁ ପଶ୍ଚିମବଙ୍ଗର ଅତିରିକ୍ତ ଦାୟିତ୍ୱ

ଲା. ଗଣେଶନ୍‌ଙ୍କୁ ପଶ୍ଚିମବଙ୍ଗର ଅତିରିକ୍ତ ଦାୟିତ୍ୱ ନୂଆଦିଲ୍ଲୀ: ଜୁଲାଇ ୧୮: ଗତକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ପଶ୍ଚିମବଙ୍ଗର ରାଜ୍ୟପାଳ ଜଗଦୀପ ଧନଖରଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ପରେ ମଣିପୁରର ରାଜ୍ୟପାଳ ଲା. ଗଣେଶନ୍‌ଙ୍କୁ ଦିଆଯାଇଛି କାର୍ଯ୍ୟ ସମ୍ପାଦନ ଦାୟିତ୍ୱ । ସ୍ଥାୟୀ ବ୍ୟବସ୍ଥା ହେବା ପର୍ଯ୍ୟନ୍ତ ଲା. ଗଣେଶନ୍‌ ଉଭୟ ମଣିପୁର ଏବଂ ପଶ୍ଚିମବଙ୍ଗର ରାଜ୍ୟପାଳ ଦାୟିତ୍ୱରେ ରହିବେ । ସୂଚନାଯୋଗ୍ୟ, ଅଗଷ୍ଟ ୬ ତାରିଖରେ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନରେ ବିଜେପି ନେତୃତ୍ୱାଧୀନ ଏନଡିଏର ପ୍ରାର୍ଥୀ ଭାବେ ଜଗଦୀପ ଧନଖରଙ୍କୁ ଚୟନ […]
Read More...

Advertisement