West-Central
ଓଡ଼ିଶା 

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ

ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷିବ ଭୁବନେଶ୍ୱର: ରାଜ୍ୟରେ ଏବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ କେତେକ ଅଞ୍ଚଳରେ ବର୍ଷା ଲାଗି ରହିଛି । ପଶ୍ଚିମ-କେନ୍ଦ୍ରୀୟ ଓ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳମାନଙ୍କରେ ପୂର୍ଣ୍ଣିବଳୟର ପ୍ରଭାବ ଦେଖାଯାଇଛି । ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରର ରୂପ ନେଇପାରେ ବୋଲି ଆଜି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି । ବିଶେଷ କରି, ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ସମୁଦ୍ର ଏକ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ […]
Read More...

Advertisement