Western Air Command
ଦେଶ- ବିଦେଶ 

ବାୟୁସେନାର ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର୍‌ ମାର୍ଶଲ ବିବେକ ରାମ ଚୌଧୁରୀ

ବାୟୁସେନାର ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କଲେ ଏୟାର୍‌ ମାର୍ଶଲ ବିବେକ ରାମ ଚୌଧୁରୀ ଦିଲ୍ଲୀ: ସେପ୍‌ଟେମ୍ବର ୩୦: ଦେଶର ୨୭ତମ ବାୟୁସେନା ମୁଖ୍ୟ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଏୟାର ମାର୍ଶାଲ ବିବେକ ରାମ ଚୌଧୁରୀ । ବିଦାୟୀ ବାୟୁସେନା ମୁଖ୍ୟ ଆର୍‌କେଏସ୍‌ ଭଦୌରିଆଙ୍କ ଠାରୁ ସେ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି । ଦାୟିତ୍ୱ ନେବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦନ କରାଯାଇଛି । ପୂର୍ବରୁ ଏୟାର ମାର୍ଶଲ ଥିବା ବିବେକ ୩ ହଜାର ୮ଶହ ଘଣ୍ଟା ଯୁଦ୍ଧ ବିମାନ ଉଡ଼ାଇବାର ଅଭିଜ୍ଞତା ରହିଛି । ଭାଇସ୍‌ର […]
Read More...

Advertisement