will get SARALA PURASKAR
ଓଡ଼ିଶା 

ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’

ଗୌରହରି ଦାସ ପାଇବେ ‘ଶାରଳା ପୁରସ୍କାର’ ଭୁବନେଶ୍ୱର : ଇମ୍ଫା ଚାରିଟେବଲ୍‌ ଟ୍ରଷ୍ଟ ପକ୍ଷରୁ ଘୋଷଣା ହେଲା ମର୍ଯ୍ୟାଦାଜନକ ଶାରଳା ପୁରସ୍କାର I ଏହି ପୁରସ୍କାର ଚଳିତ ବର୍ଷ ସୁଖ୍ୟାତ କଥାକାର ଡ. ଗୌରହରି ଦାସଙ୍କୁ ପ୍ରଦାନ କରାଯିବ । ଏନେଇ ବିଚାରକମଣ୍ଡଳୀଙ୍କ ଦ୍ୱାରା ସ୍ଥିର ହୋଇଛି । ୨୦୧୮ ମସିହାରେ ଟାଇମ୍‌ପାସ୍‌ ପବ୍ଲିକେଶନ୍‌ ଦ୍ୱାରା ପ୍ରକାଶିତ ତାଙ୍କ ଗଳ୍ପ ପୁସ୍ତକ ‘ବାଘ ଓ ଅନ୍ୟାନ୍ୟ ଗଳ୍ପ’ ପାଇଁ ସେ ଏହି ସମ୍ମାନ ଲାଭ କରିବେ । ଆଗାମୀ ଅକ୍ଟୋବର ୨୬ ତାରିଖରେ ଏକ […]
Read More...

Advertisement