Women's World Cup 2022
ଖେଳ 

ଆଜିଠୁ ଆଇସିସି ମହିଳା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ଆରମ୍ଭ

ଆଜିଠୁ ଆଇସିସି ମହିଳା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ ଆରମ୍ଭ ନୂଆଦିଲ୍ଲୀ: ମାର୍ଚ୍ଚ ୦୪: ଶୁକ୍ରବାରଠୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହୋଇଛି ଆଇସିସି ମହିଳା ଦିନିକିଆ କ୍ରିକେଟ୍ ବିଶ୍ୱକପ୍ । ଆୟୋଜକ ନ୍ୟୁଜିଲାଣ୍ଡ ଓ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଉଦ୍ଘାଟନୀ ମ୍ୟାଚ୍ ଖେଳାଯାଉଛି । ଭାରତ ଆସନ୍ତା ୬ ତାରିଖ ପାରମ୍ପରିକ ପ୍ରତିନ୍ଦ୍ୱନ୍ଦୀ ପାକିସ୍ତାନ ବିପକ୍ଷରେ ଅଭିଯାନ ଆରମ୍ଭ କରିବ । ଚଳିତ ବର୍ଷ ସବୁ ମ୍ୟାଚ୍ରେ ଡିଆର୍ଏସ୍ ନିୟମ ଉପଲବ୍ଧ ହେବ ଏବଂ ମ୍ୟାଚ୍ର ସିଧା ପ୍ରସାରଣ କରାଯିବ ।ତେବେ ଉଦଘାଟନୀ ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିଥିଲା ୱେଷ୍ଟଇଣ୍ଡିଜ୍ । […]
Read More...

Advertisement