yellow warnig for 20 district
ପାଣିପାଗ 

ମୌସୁମୀ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ମୌସୁମୀ ବର୍ଷା ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୨୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୦ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଥିବାବେଳେ ଏଥିମଧ୍ୟରୁ ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, […]
Read More...

Advertisement