Yellow Warning
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
Read More...
ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳ ବର୍ଷିବ
Published On
By Samaya Live
ଭୁବନେଶ୍ୱର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ତେବେ ଏହି ୩ ଦିନରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ […]
୧୨ ଜିଲ୍ଲାରେ ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନର ସମ୍ଭାବନା
Published On
By Samaya Live
ଭୁବନେଶ୍ୱର: ଏପ୍ରିଲ ୧୪: ଦୀର୍ଘ ଦିନ ଧରି ଗ୍ରୀଷ୍ମ ତାତିରେ ଜଳୁଥିବା ରାଜ୍ୟବାସୀଙ୍କୁ ଆଜି ଆଶ୍ୱସ୍ତି ମିଳିବ । ଉତ୍ତରକୂଳ ଓଡ଼ିଶା ସମେତ ଊତ୍ତର-ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ କାଳବୈଶାଖୀର ହେବାର ସମ୍ଭାବନା ରହିଛି । ସେହିପରି ରାଜ୍ୟର ୧୨ଟି ଜିଲ୍ଲାରେ ଘଡ଼ଘଡ଼ି ସହିତ ପ୍ରବଳ ପବନ ଓ ବର୍ଷା ହେବାର ସମ୍ଭାବନା ଥିବାରୁ ଏନେଇ ରାଜ୍ୟ ପାଣିପାଗ ବିଭାଗ ସେହି ସବୁ ଜିଲ୍ଲାମାନଙ୍କରେ ୟେଲୋ ୱାର୍ଣ୍ଣି ଜାରି କରିଛି । ✔️#୪୪ଡ଼ିଗ୍ରୀ ତାପମାତ୍ରା ସହ #ଝାରସୁଗୁଡା […]
କାଳବେଶାଖୀ ସମ୍ଭାବନା : ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
Published On
By Samaya Live
ଭୁବନେଶ୍ୱର: ସେପ୍ଟେମ୍ବର ୨୪ : ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା ରହିଛି । ଏଥିପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଳକାନଗିରି, ପୁରୀ, ଖୋର୍ଧା, ନୟାଗଡ଼, କଟକ ଓ ସୁନ୍ଦରଗଡ଼ ଆଦି ରହିଛି । ସେହିପରି ସେପେଫମ୍ବର ୨୫ରୁ ୨୬ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, […]
୪ ରୁ ବର୍ଷା : ଜାରି ହେଲା ୟେଲୋ ୱାର୍ଣ୍ଣିଂ
Published On
By Samaya Live
ଭୁବନେଶ୍ୱର : ଜୁଲାଇ ୩୧:ଅଗଷ୍ଟ ୪ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି । ଫଳରେ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଳାରେ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଅଧିକାଂଶ ଜିଲ୍ଳାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧ ତାରିଖରେ ସୁନ୍ଦରଗଡ, କେନ୍ଦୁଝରଳ ମୟୁରଭଂଜ,ଢେଙ୍କାନାଳ, ଅନୁଗୁଳ, କଟକ, ଖୋର୍ଦ୍ଧା, ନୟାଗଡ, କନ୍ଧମାଳ, ଗଂଜାମ, ଗଜପତି, ରାୟଗଡା ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା […]
୧୩ ଜିଲ୍ଲାକୁ ବଜ୍ରପାତ ବିପଦ ଜାରି ହେଲା ୟେଲୋ ୱାର୍ଣ୍ଣିଂ
Published On
By Samaya Live
By Papu Mohanty ଭୁବନେଶ୍ୱର : May 12:ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୫ଟି ଜିଲ୍ଲରେ ବଜ୍ରପାତ ସହିତ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ସହ ବିଜୁଳି ଓ କୁଆପଥର ବର୍ଷା ପବନର ସମ୍ଭାବନା ରହିଛି । ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯିବା ସହିତ ରାଜ୍ୟର ୧୩ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ରାଜ୍ୟର ଆଭ୍ୟନ୍ତର ଓ ଉତ୍ତର ଉପକୂଳ ସମେତ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, […]

